ଆଗାମୀ ୩ ଦିନ ମଧ୍ୟରେ ରାଜ୍ୟରେ ସର୍ବାଧିକ ତାପମାତ୍ରା (ଦିନ ତାପମାତ୍ରା) ଧିରେ ଧିରେ ୨ରୁ ୩ ଡ଼ିଗ୍ରୀ ବୃଦ୍ଧି ପାଇବାର ସମ୍ଭାବନା
ଭୁବନେଶ୍ୱର, ୨୬ ଫେବୃଆରୀ (ହି.ସ.)- ଆଗାମୀ ୩ ଦିନ ମଧ୍ୟରେ ରାଜ୍ୟର ଜିଲ୍ଲା ଗୁଡିକରେ ସର୍ବାଧିକ ତାପମାତ୍ରା (ଦିନ ତାପମାତ୍ରା) ଧିରେ ଧିରେ ୨ରୁ ୩ ଡ଼ିଗ୍ରୀ ବୃଦ୍ଧି ପାଇବାର ସମ୍ଭାବନା ରହିଛି । ଏହାପରେ ମଧ୍ୟ ସର୍ବାଧିକ ତାପମାତ୍ରା (ଦିନ ତାପମାତ୍ରା)ରେ ବିଶେଷ ପରିବର୍ତନର ସମ୍ଭାବନା ନାହିଁ । ଭୁବ
ଆଗାମୀ ୩ ଦିନ ମଧ୍ୟରେ ରାଜ୍ୟରେ ସର୍ବାଧିକ ତାପମାତ୍ରା (ଦିନ ତାପମାତ୍ରା) ଧିରେ ଧିରେ ୨ରୁ ୩ ଡ଼ିଗ୍ରୀ ବୃଦ୍ଧି ପାଇବାର ସମ୍ଭାବନା


ଭୁବନେଶ୍ୱର, ୨୬ ଫେବୃଆରୀ (ହି.ସ.)- ଆଗାମୀ ୩ ଦିନ ମଧ୍ୟରେ ରାଜ୍ୟର ଜିଲ୍ଲା ଗୁଡିକରେ ସର୍ବାଧିକ ତାପମାତ୍ରା (ଦିନ ତାପମାତ୍ରା) ଧିରେ ଧିରେ ୨ରୁ ୩ ଡ଼ିଗ୍ରୀ ବୃଦ୍ଧି ପାଇବାର ସମ୍ଭାବନା ରହିଛି । ଏହାପରେ ମଧ୍ୟ ସର୍ବାଧିକ ତାପମାତ୍ରା (ଦିନ ତାପମାତ୍ରା)ରେ ବିଶେଷ ପରିବର୍ତନର ସମ୍ଭାବନା ନାହିଁ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଗୁରୁବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande