ଆଗାମୀ ୨ ଦିନ ମଧ୍ୟରେ ୩ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ସମ୍ଭାବନା
ଭୁବନେଶ୍ୱର, ୨୬ ଫେବୃଆରୀ (ହି.ସ.)- ଆଗାମୀ ୨ ଦିନ ଅର୍ଥାତ୍ ୨୮ ତାରିଖ ସକାଳ ସୁଦ୍ଧା ଭୋର୍ କିମ୍ବା ସକାଳ ସମୟରେ ୩ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦେଖାଦେଇପାରେ । ସେହି ଜିଲ୍ଲା ଗୁଡିକ ହେଲା ବାଲେଶ୍ୱର, କେନ୍ଦ୍ରାପଡ଼ା, ଭଦ୍ରକ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଗୁରୁବା
ଆଗାମୀ ୨ ଦିନ ମଧ୍ୟରେ ୩ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ସମ୍ଭାବନା


ଭୁବନେଶ୍ୱର, ୨୬ ଫେବୃଆରୀ (ହି.ସ.)- ଆଗାମୀ ୨ ଦିନ ଅର୍ଥାତ୍ ୨୮ ତାରିଖ ସକାଳ ସୁଦ୍ଧା ଭୋର୍ କିମ୍ବା ସକାଳ ସମୟରେ ୩ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦେଖାଦେଇପାରେ । ସେହି ଜିଲ୍ଲା ଗୁଡିକ ହେଲା ବାଲେଶ୍ୱର, କେନ୍ଦ୍ରାପଡ଼ା, ଭଦ୍ରକ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଗୁରୁବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande