ପଦ୍ମଶ୍ରୀ ଉତ୍ସବ ଚରଣ ଦାସଙ୍କ ବିୟୋଗରେ ରାଜ୍ୟପାଳଙ୍କ ଶୋକ ପ୍ରକାଶ
ଭୁବନେଶ୍ୱର, 26 ଫେବ୍ରୁଆରି (ହି.ସ.)- ପଦ୍ମଶ୍ରୀ ଉତ୍ସବ ଚରଣ ଦାସଙ୍କ ବିୟୋଗରେ ରାଜ୍ୟପାଳ ଡ.ହରିବାବୁ କମ୍ଭମପତି ଶୋକ ପ୍ରକାଶ କରିଛନ୍ତି । ଏନେଇ ସୋସିଆଲ ମିଡିଆ ଏକ୍ସରେ ରାଜ୍ୟପାଳ କହିଛନ୍ତି ଯେ, ପଦ୍ମଶ୍ରୀ ଉତ୍ସବ ଚରଣ ଦାସଙ୍କ ବିୟୋଗ ସମ୍ବାଦ ଶୁଣି ମୁଁ ଗଭୀର ଦୁଃଖିତ। ‘ଚଇ
ପଦ୍ମଶ୍ରୀ ଉତ୍ସବ ଚରଣ ଦାସଙ୍କ ବିୟୋଗରେ ରାଜ୍ୟପାଳଙ୍କ ଶୋକ ପ୍ରକାଶ


ଭୁବନେଶ୍ୱର, 26 ଫେବ୍ରୁଆରି (ହି.ସ.)- ପଦ୍ମଶ୍ରୀ ଉତ୍ସବ ଚରଣ ଦାସଙ୍କ ବିୟୋଗରେ ରାଜ୍ୟପାଳ ଡ.ହରିବାବୁ କମ୍ଭମପତି

ଶୋକ ପ୍ରକାଶ କରିଛନ୍ତି । ଏନେଇ ସୋସିଆଲ ମିଡିଆ ଏକ୍ସରେ ରାଜ୍ୟପାଳ କହିଛନ୍ତି ଯେ, ପଦ୍ମଶ୍ରୀ

ଉତ୍ସବ ଚରଣ ଦାସଙ୍କ ବିୟୋଗ ସମ୍ବାଦ ଶୁଣି ମୁଁ ଗଭୀର ଦୁଃଖିତ। ‘ଚଇତି ଘୋଡ଼ା ନାଚ’କୁ ବିଶ୍ୱମଞ୍ଚରେ ପରିଚିତ

କରାଇବାରେ ତାଙ୍କ ଅବଦାନ ଚିରସ୍ମରଣୀୟ ହୋଇ

ରହିବ। ପରଲୋକଗତ ଆତ୍ମାର ସଦଗତି କାମନା କରି ଶୋକସନ୍ତପ୍ତ ପରିବାରକୁ ମୋର ଅନ୍ତରିକ ସମବେଦନା

ଜଣାଉଛି।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande