ବୀର ସାବରକରଙ୍କୁ ନମନ କଲେ ମୁକେଶ ମହାଲିଙ୍ଗ
ଭୁବନେଶ୍ୱର, 26 ଫେବ୍ରୁଆରି (ହି.ସ.)- ବୀର ସାବରକରଙ୍କୁ ତାଙ୍କ ପୁଣ୍ୟତିଥିରେ ନମନ କରିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, ପ୍ରଖର ରାଷ୍ଟ୍ରବାଦୀ ନେତା, ସ୍ୱାଧୀନତା ସଂଗ୍ରାମୀ ବୀର ସାବରକରଙ୍କ ପୁଣ୍ୟତିଥିରେ
ସାବରକର


ଭୁବନେଶ୍ୱର, 26 ଫେବ୍ରୁଆରି (ହି.ସ.)- ବୀର ସାବରକରଙ୍କୁ ତାଙ୍କ ପୁଣ୍ୟତିଥିରେ ନମନ କରିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ

ଡ.ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, ପ୍ରଖର

ରାଷ୍ଟ୍ରବାଦୀ ନେତା, ସ୍ୱାଧୀନତା ସଂଗ୍ରାମୀ ବୀର ସାବରକରଙ୍କ ପୁଣ୍ୟତିଥିରେ ବିନମ୍ର

ଶ୍ରଦ୍ଧାଞ୍ଜଳି।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande