
ଭୁବନେଶ୍ୱର, 26 ଫେବ୍ରୁଆରି (ହି.ସ.)- ଆଜି ହେଉଛି ପବିତ୍ର ସୁଦଶା ବ୍ରତ । ଏହି ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା
ଜଣାଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ
କହିଛନ୍ତି ଯେ, ପବିତ୍ର ସୁଦଶା ବ୍ରତ ଅବସରରେ ହାର୍ଦ୍ଦିକ ଅଭିନନ୍ଦନ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା