ସୁଦଶା ବ୍ରତର ଶୁଭେଚ୍ଛା ଜଣାଇଲେ ପ୍ରଭାତି ପରିଡା
ଭୁବନେଶ୍ୱର, 26 ଫେବ୍ରୁଆରି (ହି.ସ.) - ସୁଦଶା ବ୍ରତର ଶୁଭେଚ୍ଛା ଜଣାଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା । ଏନେଇ ସୋସିଆଲ ମିଡିଆ ଏକ୍ସରେ ପ୍ରଭାତି ପରିଡା କହିଛନ୍ତି ଯେ, ପବିତ୍ର ସୁଦଶା ବ୍ରତ ଅବସରରେ ଆପଣମାନଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଶୁଭକାମନା ଜଣାଉଛି। ------
ବ୍ରତ


ଭୁବନେଶ୍ୱର, 26 ଫେବ୍ରୁଆରି (ହି.ସ.) - ସୁଦଶା ବ୍ରତର ଶୁଭେଚ୍ଛା ଜଣାଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା ।

ଏନେଇ ସୋସିଆଲ ମିଡିଆ ଏକ୍ସରେ ପ୍ରଭାତି ପରିଡା କହିଛନ୍ତି ଯେ, ପବିତ୍ର ସୁଦଶା ବ୍ରତ ଅବସରରେ

ଆପଣମାନଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଶୁଭକାମନା ଜଣାଉଛି।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande