ମାର୍ଚ୍ଚ ୨ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ
ଭୁବନେଶ୍ୱର, ୨୭ ଫେବୃୟାରୀ (ହି.ସ)- ଆସନ୍ତା ମାର୍ଚ୍ଚ ମାସ ୨ ତାରିଖ ସୋମବାର ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ। ମୁଖ୍ୟମନ୍ତ୍ରୀଙ୍କ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ଥିବାରୁ ଆସନ୍ତା ସୋମବାର ମାର୍ଚ୍ଚ ୨ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ । ପରବର୍ତୀ
ମାର୍ଚ୍ଚ ୨ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ


ଭୁବନେଶ୍ୱର, ୨୭ ଫେବୃୟାରୀ (ହି.ସ)- ଆସନ୍ତା ମାର୍ଚ୍ଚ ମାସ ୨ ତାରିଖ ସୋମବାର ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ। ମୁଖ୍ୟମନ୍ତ୍ରୀଙ୍କ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ଥିବାରୁ ଆସନ୍ତା ସୋମବାର ମାର୍ଚ୍ଚ ୨ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ । ପରବର୍ତୀ ଅଭିଯୋଗ ଶୁଣାଣିର ତାରିଖ ସମ୍ବାଦ ପତ୍ର ତଥା ଅନ୍ୟ ଗଣମାଧ୍ୟମ ଜରିଆରେ ଜଣାଇ ଦିଆଯିବ । ଏ ସମ୍ପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande