ଶ୍ରୀଜିଉଙ୍କ ଚାଚେରୀ ବେଶ
ଜୟପୁର, ୨୭ ଫେବୃଆରୀ (ହି.ସ.)- ଦୋଳ ଯାତ୍ରା ଅବସରରେ ଜୟପୁର ଜଗନ୍ନାଥ ମନ୍ଦିରରେ ଶ୍ରୀଜିଉ ଚାଚେରୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଇଛନ୍ତି । ଏହା ସହ ମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି ସହ ଆଳତି କରାଯାଇଥିବା ମନ୍ଦିରର ମୁଖ୍ୟ ପୁରୋହିତ ଡମ୍ବୁର ଧର ପଣ୍ଡା ଓ ଜଗନ୍ନାଥ ତ୍ରିପାଠି ସୂଚନା ଦେଇଛନ୍ତି । ଏ
ଶ୍ରୀଜିଉଙ୍କ ଚାଚରୀ ବେଶରେ ସଜ୍ଜିତ


ଜୟପୁର, ୨୭ ଫେବୃଆରୀ (ହି.ସ.)- ଦୋଳ ଯାତ୍ରା ଅବସରରେ ଜୟପୁର ଜଗନ୍ନାଥ ମନ୍ଦିରରେ ଶ୍ରୀଜିଉ ଚାଚେରୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଇଛନ୍ତି । ଏହା ସହ ମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି ସହ ଆଳତି କରାଯାଇଥିବା ମନ୍ଦିରର ମୁଖ୍ୟ ପୁରୋହିତ ଡମ୍ବୁର ଧର ପଣ୍ଡା ଓ ଜଗନ୍ନାଥ ତ୍ରିପାଠି ସୂଚନା ଦେଇଛନ୍ତି । ଏହି ଅବସରରେ ମନ୍ଦିରରେ ବହୁ ସଂଖ୍ୟାରେ ଭକ୍ତଙ୍କ ସମାଗମ ହୋଇଛି ।

ହିନ୍ଦୁସ୍ଥାନ ସମାଚାର / ପିକେପି


 rajesh pande