
ଭୁବନେଶ୍ୱର, 27 ଫେବ୍ରୁଆରି (ହି.ସ.)- ଗୃହ ମନ୍ତ୍ରୀ
ଅମିତ୍ ଶାହା ଆସନ୍ତା ୫ ତାରିଖରେ ଓଡ଼ିଶା ଗସ୍ତରେ ଆସିବେ। ଏନେଇ ସମବାୟ ମନ୍ତ୍ରୀ ପ୍ରଦୀପ ବଳ
ସାମନ୍ତ ସୂଚନା ଦେଇଛନ୍ତି । ଏହି ଗସ୍ତ ସମୟରେ କେନ୍ଦ୍ର ମନ୍ତ୍ରୀଙ୍କର ଅନେକ କାର୍ଯ୍ୟକ୍ରମ
ରହିଛି।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା