ଆଚାର୍ଯ୍ୟ ହରିହର ଦାସଙ୍କ ଜୟନ୍ତୀରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, 27 ଫେବ୍ରୁଆରି (ହି.ସ.)- ଆଚାର୍ଯ୍ୟ ହରିହର ଦାସଙ୍କ ଜୟନ୍ତୀରେ ତାଙ୍କୁ ନମନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ତଥା ପଞ୍ଚସଖାଙ୍କ ମଧ୍ୟରେ ଅନ୍ୟତମ
ଆଚାର୍ଯ୍ୟ ହରିହର


ଭୁବନେଶ୍ୱର, 27 ଫେବ୍ରୁଆରି (ହି.ସ.)- ଆଚାର୍ଯ୍ୟ

ହରିହର ଦାସଙ୍କ ଜୟନ୍ତୀରେ ତାଙ୍କୁ ନମନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ

ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ତଥା

ପଞ୍ଚସଖାଙ୍କ ମଧ୍ୟରେ ଅନ୍ୟତମ ଆଚାର୍ଯ୍ୟ ହରିହର ଦାସଙ୍କ ଜୟନ୍ତୀରେ ଭକ୍ତିପୂତ ପ୍ରଣାମ ।

ଜନସେବା ପ୍ରତି ତାଙ୍କର ନିଷ୍ଠା ଓ ଆଦର୍ଶ ଆମ ପାଇଁ ସର୍ବଦା ପ୍ରେରଣାଦାୟୀ ହୋଇ ରହିବ ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande