ସମାଜ ସଂସ୍କାରକ ସ୍ୱର୍ଗତ ଆଚାର୍ଯ୍ୟ ହରିହରଙ୍କୁ ନମନ କଲେ ଧର୍ମେନ୍ଦ୍ର ପ୍ରଧାନ
ଭୁବନେଶ୍ୱର, 27 ଫେବ୍ରୁଆରି (ହି.ସ.)- ସମାଜ ସଂସ୍କାରକ ସ୍ୱର୍ଗତ ଆଚାର୍ଯ୍ୟ ହରିହରଙ୍କୁ ନମନ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏନେଇ ସୋସିଆଲ ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ, ସାରସ୍ୱତ ସାଧକ ତଥା
ହରିହର


ଭୁବନେଶ୍ୱର, 27 ଫେବ୍ରୁଆରି (ହି.ସ.)- ସମାଜ

ସଂସ୍କାରକ ସ୍ୱର୍ଗତ ଆଚାର୍ଯ୍ୟ ହରିହରଙ୍କୁ ନମନ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର

ପ୍ରଧାନ । ଏନେଇ ସୋସିଆଲ ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ବିଶିଷ୍ଟ

ସ୍ୱାଧୀନତା ସଂଗ୍ରାମୀ, ସାରସ୍ୱତ ସାଧକ ତଥା ସମାଜ ସଂସ୍କାରକ ସ୍ୱର୍ଗତ ଆଚାର୍ଯ୍ୟ ହରିହରଙ୍କ ଜୟନ୍ତୀ ଅବସରରେ

ଶ୍ରଦ୍ଧାଞ୍ଜଳି ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande