କେନ୍ଦ୍ରମନ୍ତ୍ରୀ ବୀରେନ୍ଦ୍ର କୁମାରଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ଧର୍ମେନ୍ଦ୍ର ପ୍ରଧାନ
ଭୁବନେଶ୍ୱର, 27 ଫେବ୍ରୁଆରି (ହି.ସ.)- କେନ୍ଦ୍ରମନ୍ତ୍ରୀ ବୀରେନ୍ଦ୍ର କୁମାରଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏନେଇ ସୋସିଆଲ ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, କେନ୍ଦ୍ରମନ୍ତ୍ରୀ ଡ.ବୀରେନ୍ଦ୍ର କୁମାରଙ୍କୁ
କେନ୍ଦ୍ରମନ୍ତ୍ରୀ     ବୀରେନ୍ଦ୍ର କୁମାରଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ଧର୍ମେନ୍ଦ୍ର ପ୍ରଧାନ


ଭୁବନେଶ୍ୱର, 27 ଫେବ୍ରୁଆରି (ହି.ସ.)- କେନ୍ଦ୍ରମନ୍ତ୍ରୀ

ବୀରେନ୍ଦ୍ର କୁମାରଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର

ପ୍ରଧାନ । ଏନେଇ ସୋସିଆଲ ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, କେନ୍ଦ୍ରମନ୍ତ୍ରୀ

ଡ.ବୀରେନ୍ଦ୍ର କୁମାରଙ୍କୁ ଜନ୍ମଦିନର ହାର୍ଦ୍ଦିକ ଶୁଭକାମନା । ଈଶ୍ୱରଙ୍କ ନିକଟରେ ଆପଣଙ୍କ ଉତମ

ସ୍ୱାସ୍ଥ୍ୟ ଓ ଦୀର୍ଘାୟୁ ଜୀବନ କାମନା କରୁଛି ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande