ମଣ୍ଡିରେ ଅପେକ୍ଷା କରି ଚାଷୀଙ୍କ ମୃତ୍ୟୁ ହୋଇଛି- ପ୍ରଦୀପ ବଳ ସାମନ୍ତ
ଭୁବନେଶ୍ୱର, 27 ଫେବ୍ରୁଆରି (ହି.ସ.)- ରାଜନଗରର ଚାଷୀ ତ୍ରିଲୋଚନ ନାୟକଙ୍କ ମୃତ୍ୟୁକୁ ନେଇ ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ପ୍ରତିକ୍ରିୟା ରଖିଛନ୍ତି । ସେ କହିଛନ୍ତି ମଣ୍ଡିରେ ଦିନ ଦିନ ଧରି ଅପେକ୍ଷା କରି ତାଙ୍କ ମୃତ୍ୟୁ ହୋଇନି। ଅନ୍ୟ ରୋଗ ଯୋଗୁଁ ତାଙ୍କ ଦେହାନ୍ତ ହେଲା
ମଣ୍ଡିରେ ଅପେକ୍ଷା କରି     ଚାଷୀଙ୍କ ମୃତ୍ୟୁ ହୋଇଛି- ପ୍ରଦୀପ ବଳ ସାମନ୍ତ


ଭୁବନେଶ୍ୱର, 27 ଫେବ୍ରୁଆରି (ହି.ସ.)- ରାଜନଗରର ଚାଷୀ ତ୍ରିଲୋଚନ ନାୟକଙ୍କ ମୃତ୍ୟୁକୁ ନେଇ

ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ପ୍ରତିକ୍ରିୟା ରଖିଛନ୍ତି । ସେ କହିଛନ୍ତି ମଣ୍ଡିରେ ଦିନ

ଦିନ ଧରି ଅପେକ୍ଷା କରି ତାଙ୍କ ମୃତ୍ୟୁ ହୋଇନି। ଅନ୍ୟ ରୋଗ ଯୋଗୁଁ ତାଙ୍କ ଦେହାନ୍ତ ହେଲା। ବୟସ

ହେଲାଣି। ଘରକୁ ପହଂଚି ହୃଦଘାତ ହୋଇଥିବ। ଲୋକେ ଅନେକ କଥା କହିବେ। ହେଲେ ମଣ୍ଡିରେ ଅପେକ୍ଷା କରି

କେହି ମରନ୍ତି ନାହିଁ। ସମବାୟ ବିଭାଗ ତଦନ୍ତ

କରୁଛି। ସ୍ଥାନ ନଥିବାରୁ ଧୀରେ ଧୀରେ ଧାନ ଉଠୁଥିଲା। ତିନି ଦିନ ତଳୁ ଧାନ ସ୍ୱାଭାବିକ ଭାବେ

ଉଠୁଛି ବୋଲି ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ କହିଛନ୍ତି ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande