
ଭୁବନେଶ୍ୱର, 27 ଫେବ୍ରୁଆରି (ହି.ସ.)- ସ୍ୱାଧୀନତା
ସଂଗ୍ରାମୀ ଚନ୍ଦ୍ର ଶେଖର ଆଜାଦଙ୍କ ପୁଣ୍ୟତିଥିରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି
ସ୍ୱାସ୍ଥ୍ୟମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି
ଯେ, ମହାନ ସ୍ୱାଧୀନତା ସଂଗ୍ରାମୀ ଚନ୍ଦ୍ର ଶେଖର ଆଜାଦଙ୍କ ପୁଣ୍ୟତିଥିରେ ବିନମ୍ର ଶ୍ରଦ୍ଧାଞ୍ଜଳି
ଜଣାଉଛି। ଦେଶ ପାଇଁ ତାଙ୍କର ତ୍ୟାଗ, ବଳିଦାନ ସର୍ବଦା ସ୍ମରଣୀୟ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା