
ଭୁବନେଶ୍ୱର, 27 ଫେବ୍ରୁଆରି (ହି.ସ.)- ପ୍ରଫେସର
ମନୋଜ ଦାସଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ ।
ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, ବିଶିଷ୍ଟ ସାହିତ୍ୟିକ, କଥାକାର ପଦ୍ମଭୂଷଣ ପ୍ରଫେସର ମନୋଜ ଦାସଙ୍କ ଜୟନ୍ତୀରେ ଭକ୍ତିପୂତ
ଶ୍ରଦ୍ଧାଞ୍ଜଳି ଜଣାଉଛି।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା