ସାହିତ୍ୟିକ ମନୋଜ ଦାସଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ନବୀନ ପଟ୍ଟନାୟକ
ଭୁବନେଶ୍ୱର, 27 ଫେବ୍ରୁଆରି (ହି.ସ.)- ସାହିତ୍ୟିକ ମନୋଜ ଦାସଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଏନେଇ ସୋସିଆଲ ମିଡିଆ ଏକ୍ସରେ ନବୀନ କହିଛନ୍ତି ଯେ, ମହାନ କଥାକାର ତଥା ସାହିତ୍ୟିକ ମନୋଜ ଦାସଙ୍କ ଜୟନ୍ତୀରେ ମୋର ଶ୍ରଦ୍ଧାଞ୍ଜ
ମନୋଜ ଦାସ


ଭୁବନେଶ୍ୱର, 27 ଫେବ୍ରୁଆରି (ହି.ସ.)- ସାହିତ୍ୟିକ

ମନୋଜ ଦାସଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଏନେଇ

ସୋସିଆଲ ମିଡିଆ ଏକ୍ସରେ ନବୀନ କହିଛନ୍ତି ଯେ, ମହାନ କଥାକାର ତଥା ସାହିତ୍ୟିକ ମନୋଜ ଦାସଙ୍କ

ଜୟନ୍ତୀରେ ମୋର ଶ୍ରଦ୍ଧାଞ୍ଜଳି ଜଣାଉଛି। ମାନବବାଦୀ ଚେତନାର ପ୍ରସାର ସହ ବିଭିନ୍ନ ଭାଷାରେ

କାଳଜୟୀ ସାହିତ୍ୟ ରଚନା କରି ସେ ଛାଡ଼ି ଯାଇଥିବା ଛାପ ତାଙ୍କୁ ସର୍ବଦା ସ୍ମରଣୀୟ କରି ରଖିବ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande