ବାଲେଶ୍ଵର ଓ ଚାନ୍ଦବାଲିରେ ଘନ କୁହୁଡ଼ି ଦୃଶ୍ୟମାନ
ଭୁବନେଶ୍ୱର, ୨୮ ଫେବୃଆରୀ (ହି.ସ.)- ଶନିବାର ସକାଳେ ରାଜ୍ୟର ଦୁଇଟି ସ୍ଥାନରେ ଘନ କୁହୁଡ଼ି ଦେଖିବାକୁ ମିଳିଛି । ଆଜି ସକାଳେ ବାଲେଶ୍ୱର ଓ ଚାନ୍ଦବାଲିରେ ଘନ କୁହୁଡ଼ି ଦେଖିବାକୁ ମିଳିଛି । ଯାହାର ଦୃଶ୍ୟମାନ ଦୂରତା ୫୦ ମିଟରରୁ ୨୦୦ ମିଟର ମଧ୍ୟରେ ରହିଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷ
ବାଲେଶ୍ଵର ଓ ଚାନ୍ଦବାଲିରେ ଘନ କୁହୁଡ଼ି ଦୃଶ୍ୟମାନ


ଭୁବନେଶ୍ୱର, ୨୮ ଫେବୃଆରୀ (ହି.ସ.)- ଶନିବାର ସକାଳେ ରାଜ୍ୟର ଦୁଇଟି ସ୍ଥାନରେ ଘନ କୁହୁଡ଼ି ଦେଖିବାକୁ ମିଳିଛି ।

ଆଜି ସକାଳେ ବାଲେଶ୍ୱର ଓ ଚାନ୍ଦବାଲିରେ ଘନ କୁହୁଡ଼ି ଦେଖିବାକୁ ମିଳିଛି । ଯାହାର ଦୃଶ୍ୟମାନ ଦୂରତା ୫୦ ମିଟରରୁ ୨୦୦ ମିଟର ମଧ୍ୟରେ ରହିଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande