ଆଗାମୀ ୨୪ ଘଂଟା ମଧ୍ୟରେ ରାଜ୍ୟର ୪ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ସମ୍ଭାବନା
ଭୁବନେଶ୍ୱର, ୨୮ ଫେବୃଆରୀ (ହି.ସ.)- ଆଗାମୀ ୨୪ ଘଂଟା ଅର୍ଥାତ୍ ମାର୍ଚ୍ଚ ୧ ତାରିଖ ସକାଳ ସୁଦ୍ଧା ଭୋର୍ କିମ୍ବା ସକାଳ ସମୟରେ ରାଜ୍ୟର ୪ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦେଖାଦେବାର ସମ୍ଭାବନା ରହିଛି । ସେହି ଜିଲ୍ଲା ଗୁଡିକ ହେଲା ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର । ଭୁବନେଶ
ଆଗାମୀ ୨୪ ଘଂଟା ମଧ୍ୟରେ ରାଜ୍ୟର ୪ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ସମ୍ଭାବନା


ଭୁବନେଶ୍ୱର, ୨୮ ଫେବୃଆରୀ (ହି.ସ.)- ଆଗାମୀ ୨୪ ଘଂଟା ଅର୍ଥାତ୍ ମାର୍ଚ୍ଚ ୧ ତାରିଖ ସକାଳ ସୁଦ୍ଧା ଭୋର୍ କିମ୍ବା ସକାଳ ସମୟରେ ରାଜ୍ୟର ୪ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦେଖାଦେବାର ସମ୍ଭାବନା ରହିଛି । ସେହି ଜିଲ୍ଲା ଗୁଡିକ ହେଲା ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶନିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande