ବୀର ସୁରେନ୍ଦ୍ର ସାଏଙ୍କ ପୁଣ୍ୟତିଥିରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, 28 ଫେବ୍ରୁଆରି (ହି.ସ.)- ବୀର ସୁରେନ୍ଦ୍ର ସାଏଙ୍କ ପୁଣ୍ୟତିଥିରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ମହାନ ସ୍ୱାଧୀନତା ସଂଗ୍ରାମୀ ବୀର ସୁରେନ୍ଦ୍ର
ବୀର ସୁରେନ୍ଦ୍ର ସାଏ


ଭୁବନେଶ୍ୱର, 28 ଫେବ୍ରୁଆରି (ହି.ସ.)- ବୀର

ସୁରେନ୍ଦ୍ର ସାଏଙ୍କ ପୁଣ୍ୟତିଥିରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ମୁଖ୍ୟମନ୍ତ୍ରୀ

ମୋହନ ଚରଣ ମାଝୀ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ମହାନ

ସ୍ୱାଧୀନତା ସଂଗ୍ରାମୀ ବୀର ସୁରେନ୍ଦ୍ର ସାଏଙ୍କ ପୁଣ୍ୟତିଥିରେ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ।

ଜନସେବା ପ୍ରତି ତାଙ୍କର ନିଷ୍ଠା ଓ ଆଦର୍ଶ ଚିରକାଳ ଆମ ପାଇଁ ପ୍ରେରଣାର ଉତ୍ସ ହୋଇ ରହିବ ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande