
ଭୁବନେଶ୍ୱର, ୧ ମାର୍ଚ୍ଚ (ହି.ସ.)- ଆଗାମୀ ୬ରୁ ୭ ଦିନ ମଧ୍ୟରେ ରାଜ୍ୟର ଜିଲ୍ଲା ଗୁଡିକରେ ସର୍ବନିମ୍ନ ତାପମାତ୍ରା(ରାତି ତାପମାତ୍ରା)ରେ ବିଶେଷ ପରିବର୍ତନର ସମ୍ଭାବନା ନାହିଁ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ରବିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ