
ଭୁବନେଶ୍ୱର, 01 ମାର୍ଚ୍ଚ (ହି.ସ.)- ବିହାରର
ମୁଖ୍ୟମନ୍ତ୍ରୀ ନୀତିଶ କୁମାରଙ୍କୁ ଜନ୍ମଦିନରେ ଶୁଭେଚ୍ଛା ଜଣାଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ. ମୁକେଶ
ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, ବିହାର ମୁଖ୍ୟମନ୍ତ୍ରୀ
ନୀତୀଶ କୁମାରଙ୍କୁ ଜନ୍ମଦିନର ଶୁଭେଚ୍ଛା । ମହାପ୍ରଭୁ ଶ୍ରୀ ଜଗନ୍ନାଥ ଆପଣଙ୍କୁ ଉତମ
ସ୍ୱାସ୍ଥ୍ୟ, ଖୁସି ପ୍ରଦାନ କରନ୍ତୁ ଏହାହିଁ କାମନା କରୁଛି ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା