ବିହାରର ମୁଖ୍ୟମନ୍ତ୍ରୀ ନୀତିଶ କୁମାରଙ୍କୁ ଜନ୍ମଦିନରେ ଶୁଭେଚ୍ଛା ଜଣାଇଲେ ପ୍ରଭାତି ପରିଡା
ଭୁବନେଶ୍ୱର, 01 ମାର୍ଚ୍ଚ (ହି.ସ.)- ବିହାରର ମୁଖ୍ୟମନ୍ତ୍ରୀ ନୀତିଶ କୁମାରଙ୍କୁ ଜନ୍ମଦିନରେ ଶୁଭେଚ୍ଛା ଜଣାଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା । ଏନେଇ ସୋସିଆଲ ମିଡିଆ ଏକ୍ସରେ ପ୍ରଭାତି ପରିଡା କହିଛନ୍ତି ଯେ, ବିହାରର ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କୁ ଜନ୍ମଦ
ବିହାରର ମୁଖ୍ୟମନ୍ତ୍ରୀ     ନୀତିଶ କୁମାରଙ୍କୁ ଜନ୍ମଦିନରେ ଶୁଭେଚ୍ଛା ଜଣାଇଲେ ପ୍ରଭାତି ପରିଡା


ଭୁବନେଶ୍ୱର, 01 ମାର୍ଚ୍ଚ (ହି.ସ.)- ବିହାରର

ମୁଖ୍ୟମନ୍ତ୍ରୀ ନୀତିଶ କୁମାରଙ୍କୁ ଜନ୍ମଦିନରେ ଶୁଭେଚ୍ଛା ଜଣାଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି

ପରିଡା । ଏନେଇ ସୋସିଆଲ ମିଡିଆ ଏକ୍ସରେ ପ୍ରଭାତି ପରିଡା କହିଛନ୍ତି ଯେ, ବିହାରର

ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କୁ ଜନ୍ମଦିନର ହାର୍ଦ୍ଦିକ ଶୁଭକାମନା । ମହାପ୍ରଭୁ ଶ୍ରୀ

ଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରୁଛି ଯେ, ସେ ଆପଣଙ୍କୁ ଉତମ ସ୍ୱାସ୍ଥ୍ୟ, ଦୀର୍ଘାୟୁ, ଶକ୍ତି

ଓ ଜନସେବା ପାଇଁ ଶକ୍ତି ଓ ସଫଳତାର ଆଶୀର୍ବାଦ ପ୍ରଦାନ କରନ୍ତୁ ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande