
ଭୁବନେଶ୍ୱର, 13 ମାର୍ଚ୍ଚ (ହି.ସ.)- ନିଜ ଇଚ୍ଛାରେ ବୁଲିବାକୁ ଯାଇଛନ୍ତି କଂଗ୍ରେସ 9 ବିଧାୟକ
ବୋଲି କହିଛନ୍ତି କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତି । ସେ କହିଛନ୍ତି ଯେ, ଦୁଇ ଦିନ
ପରେ ଆସିବେ, ବହୁତ ଦିନ ହେଲା କୁଆଡେ ଯାଇ ନ ଥିଲେ । ଏଥିରେ କିଛି
ରାଜନୈତିକ ଅଭିଶନ୍ଧି ନାହିଁ । ଆମ ବିଧାୟକଙ୍କ
ଉପର ବିଶ୍ୱାସ ଅଛି । ଘୋଡା ବେପାରରେ ସାମିଲ ହେବେନି ବୋଲି ତାରା ବାହିନୀପତି କହିଛନ୍ତି ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା