ନବୀନଙ୍କର ଘୋଡା ବେପାରର ଅଭିଜ୍ଞତା ଅଛି - ଜୟ ନାରାୟଣ
ଭୁବନେଶ୍ୱର, ୧୪ ମାର୍ଚ୍ଚ (ହି.ସ)- ନବୀନ ପଟ୍ଟନାୟକଙ୍କ ଘୋଡା ବେପାର ଅଭିଯୋଗକୁ କଡା କାଉଂଟର କରିଛନ୍ତି ବରିଷ୍ଠ ବିଜେପି ବିଧାୟକ ଜୟ ନାରାୟଣ ମିଶ୍ର। ସେ କହିଛନ୍ତି ଯେ ନବୀନ ବାବୁ ମୁଖ୍ୟମନ୍ତ୍ରୀ ଥିବା ବେଳେ ତାଙ୍କର ଘୋଡା ବେପାରର ଅଭିଜ୍ଞତା ଅଛି । କାମଳ ରୋଗୀଙ୍କୁ ସବୁ ହଳଦିଆ ଦେଖାଯାଏ । ଆମେ ଘୋଡ
jay narayan


ଭୁବନେଶ୍ୱର, ୧୪ ମାର୍ଚ୍ଚ (ହି.ସ)- ନବୀନ ପଟ୍ଟନାୟକଙ୍କ ଘୋଡା ବେପାର ଅଭିଯୋଗକୁ କଡା କାଉଂଟର କରିଛନ୍ତି ବରିଷ୍ଠ ବିଜେପି ବିଧାୟକ ଜୟ ନାରାୟଣ ମିଶ୍ର। ସେ କହିଛନ୍ତି ଯେ ନବୀନ ବାବୁ ମୁଖ୍ୟମନ୍ତ୍ରୀ ଥିବା ବେଳେ ତାଙ୍କର ଘୋଡା ବେପାରର ଅଭିଜ୍ଞତା ଅଛି । କାମଳ ରୋଗୀଙ୍କୁ ସବୁ ହଳଦିଆ ଦେଖାଯାଏ । ଆମେ ଘୋଡା ବେପାର କରୁନାହୁଁ । ସେମାନେ ଆମକୁ ଭୋଟ ଦେଉଛନ୍ତି ଆମେ ନେଉଛୁ। ଏହି ମନ୍ତବ୍ୟ ଦେବା ସହିତ ନବୀନ ବାବୁ ଆଡମିଟ କରିଦେଲେ ସେ ହାରିସାରିଲେଣି। ଆମେ ଘୋଡା ବେପାର କରୁନାହୁଁ ବିବେକାନୁମୋଦିତ ଭୋଟ ଦେବା ପାଇଁ ଅନୁରୋଧ କରୁଛୁ ।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande