ଆଗାମୀ ୨୪ ଘଂଟା ମଧ୍ୟରେ ୫ ଜିଲ୍ଲାରେ ହାଲୁକା ବର୍ଷା ସମ୍ଭାବନା : ପରବର୍ତୀ ୬ ଦିନ ରାଜ୍ୟର କେତେକ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା
ଭୁବନେଶ୍ୱର, ୧୫ ମାର୍ଚ୍ଚ (ହି.ସ.)- ଆଗାମୀ ୨୪ ଘଂଟା ମଧ୍ୟରେ ଅର୍ଥାତ୍ ୧୬ ତାରିଖ ସକାଳ ସୁଦ୍ଧା ରାଜ୍ୟର ୬ ଜିଲ୍ଲା (ସୁନ୍ଦରଗଡ଼, ସମ୍ବଲପୁର, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ)ରେ ହାଲୁକା ବର୍ଷାର ସମ୍ଭାବନା ରହିଛି । ପରବର୍ତୀ ୬ ଦିନ ଅର୍ଥାତ୍ ୨୨ ତାରିଖ ସକାଳ ସୁଦ୍ଧା ରାଜ୍ୟର କେତେକ ଜିଲ୍
ଆଗାମୀ ୨୪ ଘଂଟା ମଧ୍ୟରେ ୫ ଜିଲ୍ଲାରେ ହାଲୁକା ବର୍ଷା ସମ୍ଭାବନା


ଭୁବନେଶ୍ୱର, ୧୫ ମାର୍ଚ୍ଚ (ହି.ସ.)- ଆଗାମୀ ୨୪ ଘଂଟା ମଧ୍ୟରେ ଅର୍ଥାତ୍ ୧୬ ତାରିଖ ସକାଳ ସୁଦ୍ଧା ରାଜ୍ୟର ୬ ଜିଲ୍ଲା (ସୁନ୍ଦରଗଡ଼, ସମ୍ବଲପୁର, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ)ରେ ହାଲୁକା ବର୍ଷାର ସମ୍ଭାବନା ରହିଛି । ପରବର୍ତୀ ୬ ଦିନ ଅର୍ଥାତ୍ ୨୨ ତାରିଖ ସକାଳ ସୁଦ୍ଧା ରାଜ୍ୟର କେତେକ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷାର ସମ୍ଭାବନା ରହିଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ରବିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande