ମୋଦୀଙ୍କୁ ଭେଟିଲେ ଓଡ଼ିଶା ରାଜ୍ୟପାଳ
ଭୁବନେଶ୍ୱର, ୧୬ ମାର୍ଚ୍ଚ (ହି.ସ)- ଓଡ଼ିଶା ରାଜ୍ୟପାଳ ଡ଼. ହରି ବାବୁ କମ୍ଭମପାଟି ନୂଆଦିଲ୍ଲୀ ଠାରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଜୀଙ୍କୁ ସାକ୍ଷାତ କରିଛନ୍ତି । ଏହି ଅବସରରେ ରାଜ୍ୟପାଳ ଓଡ଼ିଶାରେ ଚାଲିଥିବା ବିଭିନ୍ନ ବିକାଶମୂଳକ କାର୍ଯ୍ୟକ୍ରମ ତଥା ରାଜ୍ୟର ଦ୍ରୁତ ବିକାଶ ପାଇଁ ଚାଲିଥିବା ପ୍ରୟ
wqqwee


ଭୁବନେଶ୍ୱର, ୧୬ ମାର୍ଚ୍ଚ (ହି.ସ)- ଓଡ଼ିଶା ରାଜ୍ୟପାଳ ଡ଼. ହରି ବାବୁ କମ୍ଭମପାଟି ନୂଆଦିଲ୍ଲୀ ଠାରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଜୀଙ୍କୁ ସାକ୍ଷାତ କରିଛନ୍ତି । ଏହି ଅବସରରେ ରାଜ୍ୟପାଳ ଓଡ଼ିଶାରେ ଚାଲିଥିବା ବିଭିନ୍ନ ବିକାଶମୂଳକ କାର୍ଯ୍ୟକ୍ରମ ତଥା ରାଜ୍ୟର ଦ୍ରୁତ ବିକାଶ ପାଇଁ ଚାଲିଥିବା ପ୍ରୟାସ ସମ୍ପର୍କରେ ପ୍ରଧାନମନ୍ତ୍ରୀଙ୍କୁ ଅବଗତ କରାଇଛନ୍ତି। ଏନେଇ ରାଜ୍ୟପାଳ ସୋସିଆଲ ମିଡିଆ ସାଇଟ୍ ଏକ୍ସରେ ପୋଷ୍ଟ କରି ସୂଚନା ଦେଇଛନ୍ତି।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande