
ଭୁବନେଶ୍ୱର, ୧୬ ମାର୍ଚ୍ଚ (ହି.ସ.)- ଆଗାମୀ ୭ ଦିନ ମଧ୍ୟରେ ଅର୍ଥାତ୍ ୧୬ ତାରିଖ ସକାଳ ଠାରୁ ଆସନ୍ତା ୨୩ ତାରିଖ ସକାଳ ସୁଦ୍ଧା ରାଜ୍ୟର କେତେକ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷାର ସମ୍ଭାବନା ରହିଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୋମବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ