ଗୋଆର ପୂର୍ବତନ ମୁଖ୍ୟମନ୍ତ୍ରୀ ମନୋହର ପାରିକରଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, 17 ମାର୍ଚ୍ଚ (ହି.ସ.)- ଗୋଆର ପୂର୍ବତନ ମୁଖ୍ୟମନ୍ତ୍ରୀ ମନୋହର ପାରିକରଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଭାରତ ମାତାର ସୁଯୋଗ୍ୟ ସନ୍ତାନ, ସରଳତା ଓ ନିଷ୍ଠାର ପ୍ର
ମନୋହର ପାରିକର


ଭୁବନେଶ୍ୱର, 17 ମାର୍ଚ୍ଚ (ହି.ସ.)- ଗୋଆର ପୂର୍ବତନ ମୁଖ୍ୟମନ୍ତ୍ରୀ ମନୋହର ପାରିକରଙ୍କୁ

ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ ସୋସିଆଲ ମିଡିଆ

ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଭାରତ ମାତାର ସୁଯୋଗ୍ୟ ସନ୍ତାନ, ସରଳତା ଓ ନିଷ୍ଠାର ପ୍ରତୀକ, ଦେଶର ପୂର୍ବତନ ପ୍ରତିରକ୍ଷା ମନ୍ତ୍ରୀ ତଥା ଗୋଆର ପୂର୍ବତନ

ମୁଖ୍ୟମନ୍ତ୍ରୀ ମନୋହର ପାରିକର ଜୀଙ୍କୁ ତାଙ୍କ ପୁଣ୍ୟତିଥିରେ ବିନମ୍ର ଶ୍ରଦ୍ଧାଞ୍ଜଳି।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande