ଭୁବନେଶ୍ୱରରେ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ
ଭୁବନେଶ୍ୱର, ୧୭ ମାର୍ଚ୍ଚ (ହି.ସ.) -କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ମଙ୍ଗଳବାର ଦିନିକିଆ ଓଡ଼ିଶା ଗସ୍ତରେ ଆସି ଭୁବନେଶ୍ୱରରେ ପହଂଚିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀଙ୍କୁ ରାଜ୍ୟ ଅତିଥି ଭବନ ଠାରେ ସାକ୍ଷାତ କରିଛନ୍ତି। ଏକ୍ସରେ ପୋଷ୍ଟ
fgary


ଭୁବନେଶ୍ୱର, ୧୭ ମାର୍ଚ୍ଚ (ହି.ସ.) -କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ମଙ୍ଗଳବାର ଦିନିକିଆ ଓଡ଼ିଶା ଗସ୍ତରେ ଆସି ଭୁବନେଶ୍ୱରରେ ପହଂଚିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀଙ୍କୁ ରାଜ୍ୟ ଅତିଥି ଭବନ ଠାରେ ସାକ୍ଷାତ କରିଛନ୍ତି। ଏକ୍ସରେ ପୋଷ୍ଟ କରି ମୁଖ୍ୟମନ୍ତ୍ରୀ ଲେଖିଛନ୍ତି ଓଡ଼ିଶା ଗସ୍ତରେ ଆସିଥିବା କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ଶ୍ରୀ ରାଜନାଥ ସିଂହ ଜୀଙ୍କୁ ରାଜ୍ୟ ଅତିଥି ଭବନଠାରେ ଓଡ଼ିଶା ମାଟିକୁ ସାଦର ସ୍ୱାଗତ କଲି।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande