ଡକ୍ଟର ଦେବେନ୍ଦ୍ର ପ୍ରଧାନଙ୍କ ସ୍ମରଣ କଲେ ପ୍ରଭାତି ପରିଡା
ଭୁବନେଶ୍ୱର, 17 ମାର୍ଚ୍ଚ (ହି.ସ.)- ଡକ୍ଟର ଦେବେନ୍ଦ୍ର ପ୍ରଧାନଙ୍କ ସ୍ମରଣ କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା । ଏନେଇ ସୋସିଆଲ ମିଡିଆ ଏକ୍ସରେ ପ୍ରଭାତି ପରିଡା କହିଛନ୍ତି ଯେ, ପୂର୍ବତନ କେନ୍ଦ୍ରମନ୍ତ୍ରୀ, ଆମ ଦଳର ପୂର୍ବତନ ରାଜ୍ୟ ସଭାପତି ତଥା ସୁସଂଗଠକ ଡକ୍ଟର ଦେବେ
ଦେବେନ୍ଦ୍ର


ଭୁବନେଶ୍ୱର, 17 ମାର୍ଚ୍ଚ (ହି.ସ.)- ଡକ୍ଟର ଦେବେନ୍ଦ୍ର ପ୍ରଧାନଙ୍କ ସ୍ମରଣ

କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା । ଏନେଇ ସୋସିଆଲ ମିଡିଆ ଏକ୍ସରେ ପ୍ରଭାତି ପରିଡା

କହିଛନ୍ତି ଯେ, ପୂର୍ବତନ କେନ୍ଦ୍ରମନ୍ତ୍ରୀ, ଆମ ଦଳର ପୂର୍ବତନ ରାଜ୍ୟ ସଭାପତି ତଥା ସୁସଂଗଠକ ଡକ୍ଟର ଦେବେନ୍ଦ୍ର ପ୍ରଧାନଙ୍କ

ପୁଣ୍ୟତିଥିରେ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଜଣାଉଛି । ରାଷ୍ଟ୍ରସେବା ପ୍ରତି ଆପଣଙ୍କ ସମର୍ପିତ

ମନୋଭାବ ଚିରକାଳ ପ୍ରେରଣାଦାୟୀ ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande