ବିଜେପି ସରକାର ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ଇସ୍ତଫା କରାଇ ଦେଲେନି- ନବୀନ ପଟ୍ଟନାୟକ
ଭୁବନେଶ୍ୱର, 18 ମାର୍ଚ୍ଚ (ହି.ସ.)- ଏସସିବି ମେଡିକାଲରେ ଅଗ୍ନିକାଣ୍ଡକୁ ନେଇ ବର୍ଷିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ସେ କହିଛନ୍ତି ଯେ, ମୋ ସରକାର ସମୟରେ ଘରୋଇ ହସ୍ପିଟାଲରେ ନିଆଁ ଲାଗିଲା । ସ୍ୱାସ୍ଥ୍ୟ ମନ୍ତ୍ରୀ ଇସ୍ତଫା ଦେଲେ । ହେଲେ ସରକାରୀ ହସ୍ପିଟାଲରେ ନିଆଁ
ବିଜେପି ସରକାର ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ଇସ୍ତଫା କରାଇ ଦେଲେନି-     ନବୀନ ପଟ୍ଟନାୟକ


ଭୁବନେଶ୍ୱର, 18 ମାର୍ଚ୍ଚ (ହି.ସ.)- ଏସସିବି ମେଡିକାଲରେ ଅଗ୍ନିକାଣ୍ଡକୁ ନେଇ ବର୍ଷିଛନ୍ତି

ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ସେ କହିଛନ୍ତି ଯେ, ମୋ ସରକାର ସମୟରେ ଘରୋଇ ହସ୍ପିଟାଲରେ

ନିଆଁ ଲାଗିଲା । ସ୍ୱାସ୍ଥ୍ୟ ମନ୍ତ୍ରୀ ଇସ୍ତଫା ଦେଲେ । ହେଲେ ସରକାରୀ ହସ୍ପିଟାଲରେ ନିଆଁ

ଲାଗିଲା । ବିଜେପି ସରକାର ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ଇସ୍ତଫା କରାଇ ଦେଲେନି । ଏହା ଚିନ୍ତାଜନକ ।

ରାଜ୍ୟର ସମସ୍ତ ହସ୍ପିଟାଲ ଓ ସ୍ୱାସ୍ଥ୍ୟ ବ୍ୟବସ୍ଥାର ବିକାଶ ପାଇଁ ସରକାର ପଦକ୍ଷେପ ନେବା କଥା

ବୋଲି ସେ କହିଛନ୍ତି ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande