ଆଗାମୀ ୭ ଦିନ ମଧ୍ୟରେ ରାଜ୍ୟର କେତେକ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା
ଭୁବନେଶ୍ୱର, ୧୯ ମାର୍ଚ୍ଚ (ହି.ସ.)- ଆଗାମୀ ୭ ଦିନ ମଧ୍ୟରେ ଅର୍ଥାତ୍ ୧୯ ତାରିଖ ସକାଳ ଠାରୁ ଆସନ୍ତା ୨୬ ତାରିଖ ସକାଳ ସୁଦ୍ଧା ରାଜ୍ୟର କେତେକ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷାର ସମ୍ଭାବନା ରହିଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଗୁରୁବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସ
ଆଗାମୀ ୭ ଦିନ ମଧ୍ୟରେ ରାଜ୍ୟର କେତେକ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା


ଭୁବନେଶ୍ୱର, ୧୯ ମାର୍ଚ୍ଚ (ହି.ସ.)- ଆଗାମୀ ୭ ଦିନ ମଧ୍ୟରେ ଅର୍ଥାତ୍ ୧୯ ତାରିଖ ସକାଳ ଠାରୁ ଆସନ୍ତା ୨୬ ତାରିଖ ସକାଳ ସୁଦ୍ଧା ରାଜ୍ୟର କେତେକ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷାର ସମ୍ଭାବନା ରହିଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଗୁରୁବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande