
ଭୁବନେଶ୍ୱର, 19 ମାର୍ଚ୍ଚ (ହି.ସ.)- ପବିତ୍ର ଚୈତ୍ର
ନବରାତ୍ରିର ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ ସୋସିଆଲ ମିଡିଆ
ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ପବିତ୍ର ଚୈତ୍ର ନବରାତ୍ରି ଅବସରରେ ସମସ୍ତଙ୍କୁ
ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ । ମା'ଙ୍କ ଅପାର କରୁଣାରୁ ସମସ୍ତଙ୍କ ଜୀବନରେ ସୁଖ ଓ ସମୃଦ୍ଧି ଭରିଯାଉ ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା