ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ଇସ୍ତଫା ଦାବି କଲେ କଂଗ୍ରେସ ବିଧାୟକ
ଭୁବନେଶ୍ୱର, 19 ମାର୍ଚ୍ଚ (ହି.ସ.)- ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ଇସ୍ତଫା ଦାବି କଲେ କଂଗ୍ରେସ ବିଧାୟକ । କଂଗ୍ରେସ ବିଧାୟକ ତାରାପ୍ରସାଦ ବାହିନୀପତି କହିଛନ୍ତି ଯେ, ନିଲମ୍ବନ ଦଣ୍ଡ ନୁହେଁ । ତଳିଆ କର୍ମଚାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନେଇ ସରକାର କଣ ପ୍ରମାଣ କରିବାକୁ
ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ     ଇସ୍ତଫା ଦାବି କଲେ କଂଗ୍ରେସ ବିଧାୟକ


ଭୁବନେଶ୍ୱର, 19 ମାର୍ଚ୍ଚ (ହି.ସ.)- ସ୍ୱାସ୍ଥ୍ୟ

ମନ୍ତ୍ରୀଙ୍କ ଇସ୍ତଫା ଦାବି କଲେ କଂଗ୍ରେସ ବିଧାୟକ । କଂଗ୍ରେସ ବିଧାୟକ ତାରାପ୍ରସାଦ ବାହିନୀପତି

କହିଛନ୍ତି ଯେ, ନିଲମ୍ବନ ଦଣ୍ଡ ନୁହେଁ । ତଳିଆ କର୍ମଚାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନେଇ

ସରକାର କଣ ପ୍ରମାଣ କରିବାକୁ ଚାହୁଁଛନ୍ତି । ତୁରନ୍ତ ସ୍ୱାସ୍ଥ୍ୟ ମନ୍ତ୍ରୀ ଇସ୍ତଫା ଦିଅନ୍ତୁ ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande