ନୂଆ ସମ୍ବତ୍ସରର ଶୁଭକାମନା ଜଣାଇଲେ ଧର୍ମେନ୍ଦ୍ର ପ୍ରଧାନ
ଭୁବନେଶ୍ୱର, 19 ମାର୍ଚ୍ଚ (ହି.ସ.)- ନୂଆ ସମ୍ବତ୍ସରର ଶୁଭକାମନା ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏନେଇ ସୋସିଆଲ ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ନବ ସମ୍ବତ୍ସର ବିକ୍ରମ ସମ୍ବତ 2083ର ପବିତ୍ର ଅବସରରେ ସମସ୍ତ ଦେଶବାସୀଙ୍କୁ ହାର୍ଦ
ସମ୍ବତ୍ସର


ଭୁବନେଶ୍ୱର, 19 ମାର୍ଚ୍ଚ (ହି.ସ.)- ନୂଆ ସମ୍ବତ୍ସରର

ଶୁଭକାମନା ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏନେଇ ସୋସିଆଲ ମିଡିଆ ଏକ୍ସରେ

କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ନବ ସମ୍ବତ୍ସର ବିକ୍ରମ ସମ୍ବତ 2083ର ପବିତ୍ର ଅବସରରେ ସମସ୍ତ

ଦେଶବାସୀଙ୍କୁ ହାର୍ଦ୍ଦିକ ଶୁଭକାମନା ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande