ରାଷ୍ଟ୍ରୀୟ ନବବର୍ଷର ଶୁଭେଚ୍ଛା ଜଣାଇଲେ ରାଜ୍ୟପାଳ
ଭୁବନେଶ୍ୱର, 19 ମାର୍ଚ୍ଚ (ହି.ସ.)- ରାଷ୍ଟ୍ରୀୟ ନବବର୍ଷର ଶୁଭେଚ୍ଛା ଜଣାଇଛନ୍ତି ରାଜ୍ୟପାଳ ଡ ହରିବାବୁ କମ୍ଭମପତି । ଏନେଇ ସୋସିଆଲ ମଡିଆ ଏକ୍ସରେ ରାଜ୍ୟପାଳ କହିଛନ୍ତି ଯେ, ଚୈତ୍ର ଶୁକ୍ଳ ପ୍ରତିପଦା ରାଷ୍ଟ୍ରୀୟ ନବବର୍ଷ ଅବସରରେ ସମସ୍ତଙ୍କୁ ଶୁଭେଚ୍ଛା ଓ ଶୁଭକାମନା।
ନବ


ଭୁବନେଶ୍ୱର, 19 ମାର୍ଚ୍ଚ (ହି.ସ.)- ରାଷ୍ଟ୍ରୀୟ

ନବବର୍ଷର ଶୁଭେଚ୍ଛା ଜଣାଇଛନ୍ତି ରାଜ୍ୟପାଳ ଡ ହରିବାବୁ କମ୍ଭମପତି । ଏନେଇ ସୋସିଆଲ ମଡିଆ

ଏକ୍ସରେ ରାଜ୍ୟପାଳ କହିଛନ୍ତି ଯେ, ଚୈତ୍ର ଶୁକ୍ଳ ପ୍ରତିପଦା ରାଷ୍ଟ୍ରୀୟ ନବବର୍ଷ ଅବସରରେ

ସମସ୍ତଙ୍କୁ ଶୁଭେଚ୍ଛା ଓ ଶୁଭକାମନା। ଏହି ନୂତନ

ବର୍ଷ ଆମ ସଭିଙ୍କ ପାଇଁ ନେଇଆସୁ ନୂତନ ଆଶା, ନୂତନ

ଶକ୍ତି ଓ ସଫଳତା।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande