
ଭୁବନେଶ୍ୱର, 19 ମାର୍ଚ୍ଚ (ହି.ସ.)- ରାଷ୍ଟ୍ରୀୟ
ହିନ୍ଦୁ ନବବର୍ଷର ଶୁଭେଚ୍ଛା ଜଣାଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ । ଏନେଇ
ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, ରାଷ୍ଟ୍ରୀୟ ହିନ୍ଦୁ ନବବର୍ଷ (ବିକ୍ରମ ସମ୍ବତ
୨୦୮୩) ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଉଛି। ଆଜିର ଏହି ପବିତ୍ର
ଦିନରେ ସମସ୍ତଙ୍କ ସୁଖ, ସମୃଦ୍ଧି
ଏବଂ ମଙ୍ଗଳମୟ ଜୀବନ କାମନା କରୁଛି।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା