ସରୋଜିନୀ ନାଇଡୁଙ୍କ ପୁଣ୍ୟତିଥିରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, 02 ମାର୍ଚ୍ଚ (ହି.ସ.)- ସରୋଜିନୀ ନାଇଡୁଙ୍କ ପୁଣ୍ୟତିଥିରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ, ପ୍ରଖର ବାଗ୍ମୀ ତଥା ସାହିତ୍ୟି
ସରୋଜିନୀ ନାଇଡୁ


ଭୁବନେଶ୍ୱର, 02 ମାର୍ଚ୍ଚ (ହି.ସ.)- ସରୋଜିନୀ ନାଇଡୁଙ୍କ

ପୁଣ୍ୟତିଥିରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।

ଏନେଇ ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ, ପ୍ରଖର ବାଗ୍ମୀ ତଥା ସାହିତ୍ୟିକା

ସରୋଜିନୀ ନାଇଡୁଙ୍କ ପୁଣ୍ୟତିଥିରେ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ।ନାରୀ ସଶକ୍ତିକରଣ ଓ ଦେଶର ସ୍ୱାଧୀନତା

ଆନ୍ଦୋଳନରେ ତାଙ୍କର ଅତୁଳନୀୟ ଅବଦାନ ସର୍ବଦା ସ୍ମରଣୀୟ ହୋଇ ରହିବ ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande