ପଦ୍ମଶ୍ରୀ ଡ.କୃତାର୍ଥ ଆଚାର୍ଯ୍ୟଙ୍କ ଜୟନ୍ତୀ ଜ୍ଞାପନ କଲେ ଧର୍ମେନ୍ଦ୍ର ପ୍ରଧାନ
ଭୁବନେଶ୍ୱର, 20 ମାର୍ଚ୍ଚ (ହି.ସ.)- ପଦ୍ମଶ୍ରୀ ଡ.କୃତାର୍ଥ ଆଚାର୍ଯ୍ୟଙ୍କ ଜୟନ୍ତୀ ଜ୍ଞାପନ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏନେଇ ସୋସିଆଲ ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ତଥା ସମ୍ବଲପୁରୀ ବସ୍ତ୍ର
ଶ୍ରଦ୍ଧାଂଜଳି


ଭୁବନେଶ୍ୱର, 20 ମାର୍ଚ୍ଚ (ହି.ସ.)- ପଦ୍ମଶ୍ରୀ

ଡ.କୃତାର୍ଥ ଆଚାର୍ଯ୍ୟଙ୍କ ଜୟନ୍ତୀ ଜ୍ଞାପନ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

ଏନେଇ ସୋସିଆଲ ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ବିଶିଷ୍ଟ ସ୍ବାଧୀନତା

ସଂଗ୍ରାମୀ ତଥା ସମ୍ବଲପୁରୀ ବସ୍ତ୍ରାଳୟର ପ୍ରତିଷ୍ଠାତା ପଦ୍ମଶ୍ରୀ ଡ.କୃତାର୍ଥ ଆଚାର୍ଯ୍ୟଙ୍କ

ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande