ବିଶ୍ୱ ପଖାଳ ଦିବସର ଶୁଭେଚ୍ଛା ଜଣାଇଲେ ସ୍ୱାସ୍ଥ୍ୟମନ୍ତ୍ରୀ
ଭୁବନେଶ୍ୱର, 20 ମାର୍ଚ୍ଚ (ହି.ସ.)- ବିଶ୍ୱ ପଖାଳ ଦିବସର ଶୁଭେଚ୍ଛା ଜଣାଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, ବିଶ୍ୱ ପଖାଳ ଦିବସ ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଅଭିନନ୍ଦନ। ଏହା କେବଳ ଏକ ସାମାନ
ପଖାଳ ଦିବସ


ଭୁବନେଶ୍ୱର, 20 ମାର୍ଚ୍ଚ (ହି.ସ.)- ବିଶ୍ୱ ପଖାଳ

ଦିବସର ଶୁଭେଚ୍ଛା ଜଣାଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ

ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, ବିଶ୍ୱ ପଖାଳ ଦିବସ ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ

ଅଭିନନ୍ଦନ। ଏହା କେବଳ ଏକ ସାମାନ୍ୟ ଖାଦ୍ୟ ନୁହେଁ ଏହା ଆମ ସଂସ୍କୃତିର ଅଂଶ, ଓଡ଼ିଶାବାସୀଙ୍କ

ପାଇଁ ଏକ ସୁନ୍ଦର ଅନୁଭବ ଅଟେ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande