ଆଗାମୀ ୨ ଦିନ ମଧ୍ୟରେ ରାଜ୍ୟର ଜିଲ୍ଲା ଗୁଡିକରେ ସର୍ବାଧିକ ତାପମାତ୍ରା(ଦିନ ତାପମାତ୍ରା) ୨ରୁ ୩ ଡ଼ିଗ୍ରୀ ହ୍ରାସ ପାଇବାର ସମ୍ଭାବନା; ପରେ ୫ ଦିନ ମଧ୍ୟରେ ଧିରେ ଧିରେ ୨ରୁ ୩ ଡ଼ିଗ୍ରୀ ବୃଦ୍ଧି ପାଇପାରେ
ଭୁବନେଶ୍ୱର, ୨୧ ମାର୍ଚ୍ଚ (ହି.ସ.)- ଆଗାମୀ ୨ ଦିନ ମଧ୍ୟରେ ରାଜ୍ୟର ଜିଲ୍ଲା ଗୁଡିକରେ ସର୍ବାଧିକ ତାପମାତ୍ରା(ଦିନ ତାପମାତ୍ରା) ୨ରୁ ୩ ଡ଼ିଗ୍ରୀ ହ୍ରାସ ପାଇବାର ସମ୍ଭାବନା ରହିଛି । ଏହା ପରେ ୫ ଦିନ ମଧ୍ୟରେ ସର୍ବାଧିକ ତାପମାତ୍ରା(ଦିନ ତାପମାତ୍ରା) ଧିରେ ଧିରେ ୨ରୁ ୩ ଡ଼ିଗ୍ରୀ ବୃଦ୍ଧି ପାଇପାରେ । ଭୁବନ
ଆଗାମୀ ୨ ଦିନ ମଧ୍ୟରେ ରାଜ୍ୟର ଜିଲ୍ଲା ଗୁଡିକରେ ସର୍ବାଧିକ ତାପମାତ୍ରା(ଦିନ ତାପମାତ୍ରା) ୨ରୁ ୩ ଡ଼ିଗ୍ରୀ ହ୍ରାସ ପାଇବାର ସମ୍ଭାବନା; ପରେ ୫ ଦିନ ମଧ୍ୟରେ ଧିରେ ଧିରେ ୨ରୁ ୩ ଡ଼ିଗ୍ରୀ ବୃଦ୍ଧି ପାଇପାରେ

ଭୁବନେଶ୍ୱର, ୨୧ ମାର୍ଚ୍ଚ (ହି.ସ.)- ଆଗାମୀ ୨ ଦିନ ମଧ୍ୟରେ ରାଜ୍ୟର ଜିଲ୍ଲା ଗୁଡିକରେ ସର୍ବାଧିକ ତାପମାତ୍ରା(ଦିନ ତାପମାତ୍ରା) ୨ରୁ ୩ ଡ଼ିଗ୍ରୀ ହ୍ରାସ ପାଇବାର ସମ୍ଭାବନା ରହିଛି । ଏହା ପରେ ୫ ଦିନ ମଧ୍ୟରେ ସର୍ବାଧିକ ତାପମାତ୍ରା(ଦିନ ତାପମାତ୍ରା) ଧିରେ ଧିରେ ୨ରୁ ୩ ଡ଼ିଗ୍ରୀ ବୃଦ୍ଧି ପାଇପାରେ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶନିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ

 rajesh pande