ବିଶ୍ୱ ବନ ଦିବସ ଅବସରରେ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, 21 ମାର୍ଚ୍ଚ (ହି.ସ.)- ବିଶ୍ୱ ବନ ଦିବସ ଅବସରରେ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବିଶ୍ୱ ବନ ଦିବସ ଅବସରରେ ସମସ୍ତଙ୍କୁ ଶୁଭେଚ୍ଛା। ଜୀବଜଗତର ଅସ୍ତିତ୍ୱ
ବନ ଦିବସ


ଭୁବନେଶ୍ୱର, 21 ମାର୍ଚ୍ଚ (ହି.ସ.)- ବିଶ୍ୱ ବନ ଦିବସ

ଅବସରରେ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ ସୋସିଆଲ

ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବିଶ୍ୱ ବନ ଦିବସ ଅବସରରେ ସମସ୍ତଙ୍କୁ ଶୁଭେଚ୍ଛା।

ଜୀବଜଗତର ଅସ୍ତିତ୍ୱ ଏବଂ ପରିବେଶର ସନ୍ତୁଳନ ରକ୍ଷା କ୍ଷେତ୍ରରେ ଜଙ୍ଗଲର ଭୂମିକା ଅତୁଳନୀୟ।

ପ୍ରକୃତିର ଏହି ଅମୂଲ୍ୟ ସମ୍ପଦର ସୁରକ୍ଷା ତଥା ସବୁଜିମା ବୃଦ୍ଧି ପାଇଁ ଆମେ ସମସ୍ତେ

ସଂକଳ୍ପବଦ୍ଧ ହେବା ଆବଶ୍ୟକ। ଆସନ୍ତୁ, ବୃକ୍ଷରୋପଣକୁ ଏକ ଜନ

ଆନ୍ଦୋଳନରେ ପରିଣତ କରିବା ସହ ଆଗାମୀ ପିଢ଼ି ପାଇଁ ଏକ ସୁସ୍ଥ, ପ୍ରଦୂଷଣମୁକ୍ତ ଏବଂ ସମୃଦ୍ଧ ଓଡ଼ିଶା ଗଠନରେ ସହଭାଗୀ ହେବା।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande