ଅନ୍ତର୍ଜାତୀୟ ଜଙ୍ଗଲ ଦିବସରେ ଜଙ୍ଗଲର ସୁରକ୍ଷା ସୁନିଶ୍ଚିତ କରିବାକୁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଆହ୍ୱାନ
ଭୁବନେଶ୍ୱର, 21 ମାର୍ଚ୍ଚ (ହି.ସ.)- ଅନ୍ତର୍ଜାତୀୟ ଜଙ୍ଗଲ ଦିବସରେ ଜଙ୍ଗଲର ସୁରକ୍ଷା ସୁନିଶ୍ଚିତ କରିବାକୁ ସ୍ୱାସ୍ଥ୍ୟମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ ଆହ୍ୱାନ ଦେଇଛନ୍ତି । ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, ଜଙ୍ଗଲର ସୁରକ୍ଷା ଆମର ଦାୟିତ୍ୱ । ମନ
ଜଙ୍ଗଲ


ଭୁବନେଶ୍ୱର, 21 ମାର୍ଚ୍ଚ (ହି.ସ.)- ଅନ୍ତର୍ଜାତୀୟ

ଜଙ୍ଗଲ ଦିବସରେ ଜଙ୍ଗଲର ସୁରକ୍ଷା ସୁନିଶ୍ଚିତ କରିବାକୁ ସ୍ୱାସ୍ଥ୍ୟମନ୍ତ୍ରୀ ଡ. ମୁକେଶ

ମହାଲିଙ୍ଗ ଆହ୍ୱାନ ଦେଇଛନ୍ତି । ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, ଜଙ୍ଗଲର

ସୁରକ୍ଷା ଆମର ଦାୟିତ୍ୱ ।

ମନ୍ତ୍ରୀ କହିଛନ୍ତି ଯେ, ଆସନ୍ତୁ

ଆଜି ଅନ୍ତର୍ଜାତୀୟ ଜଙ୍ଗଲ ଦିବସ ଅବସରରେ ସମସ୍ତେ ଏଥିପ୍ରତି ସଚେତନ ହେବା। ଜଙ୍ଗଲର ସୁରକ୍ଷା

ଏବଂ ସଂରକ୍ଷଣ ଦ୍ୱାରା ଏକ ସୁରକ୍ଷିତ ଭବିଷ୍ୟତ ସୁନିଶ୍ଚିତ କରିବା।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande