ସମସ୍ତଙ୍କୁ ଇଦ୍ ମୁବାରକ ଜଣାଇଲେ ନବୀନ ପଟ୍ଟନାୟକ
ଭୁବନେଶ୍ୱର, 21 ମାର୍ଚ୍ଚ (ହି.ସ.)- ସମସ୍ତଙ୍କୁ ଇଦ୍ ମୁବାରକ ଜଣାଇଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଏନେଇ ସୋସିଆଲ ମିଡିଆ ଏକ୍ସରେ ନବୀନ କହିଛନ୍ତି ଯେ, ଇଦ୍ ଅବସରରେ ମୁସଲମାନ ଭାଇଭଉଣୀମାନଙ୍କୁ ମୋର ଶୁଭେଚ୍ଛା ଜଣାଉଛି। ସମସ୍ତଙ୍କୁ ଇଦ୍ ମୁବାରକ। -----
ସମସ୍ତଙ୍କୁ ଇଦ୍ ମୁବାରକ ଜଣାଇଲେ     ନବୀନ ପଟ୍ଟନାୟକ


ଭୁବନେଶ୍ୱର, 21 ମାର୍ଚ୍ଚ (ହି.ସ.)- ସମସ୍ତଙ୍କୁ ଇଦ୍

ମୁବାରକ ଜଣାଇଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଏନେଇ ସୋସିଆଲ ମିଡିଆ ଏକ୍ସରେ ନବୀନ

କହିଛନ୍ତି ଯେ, ଇଦ୍ ଅବସରରେ ମୁସଲମାନ ଭାଇଭଉଣୀମାନଙ୍କୁ ମୋର ଶୁଭେଚ୍ଛା ଜଣାଉଛି। ସମସ୍ତଙ୍କୁ

ଇଦ୍ ମୁବାରକ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande