କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ଧର୍ମେନ୍ଦ୍ର ପ୍ରଧାନ
ଭୁବନେଶ୍ୱର, 22 ମାର୍ଚ୍ଚ (ହି.ସ.)- କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏନେଇ ସୋସିଆଲ ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ମୋର ସହକର୍ମୀ, କେନ୍ଦ୍ର ମନ୍ତ୍ରିମଣ୍ଡଳର ସଦସ୍ୟ ଏବଂ ଓ
କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ     ଧର୍ମେନ୍ଦ୍ର ପ୍ରଧାନ


ଭୁବନେଶ୍ୱର, 22 ମାର୍ଚ୍ଚ (ହି.ସ.)- କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମଙ୍କୁ ଜନ୍ମଦିନର ଶୁଭେଚ୍ଛା

ଜଣାଇଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏନେଇ ସୋସିଆଲ ମିଡିଆ ଏକ୍ସରେ

କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ମୋର ସହକର୍ମୀ, କେନ୍ଦ୍ର ମନ୍ତ୍ରିମଣ୍ଡଳର ସଦସ୍ୟ ଏବଂ ଓଡ଼ିଶାର ବରିଷ୍ଠ ନେତା ଶ୍ରୀ

ଜୁଏଲ ଓରାମ ଜୀଙ୍କୁ ଜନ୍ମଦିନର ହାର୍ଦ୍ଦିକ ଶୁଭେଚ୍ଛା।

ମହାପ୍ରଭୁ ଶ୍ରୀ ଜଗନ୍ନାଥ ତାଙ୍କୁ ସୁସ୍ଥ ସ୍ୱାସ୍ଥ୍ୟ, ଦୀର୍ଘସ୍ଥାୟୀ

ଶକ୍ତି ଏବଂ ଦେଶସେବାରେ ଆହୁରି ଅନେକ ବର୍ଷ ଧରି ନିଷ୍ଠାପୂର୍ଣ୍ଣ ଅବଦାନ ଦେବା ପାଇଁ ଆଶୀର୍ବାଦ

କରନ୍ତୁ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande