ଜୁଏଲ ଓରାମଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ମୁକେଶ ମହାଲିଙ୍ଗ
ଭୁବନେଶ୍ୱର, 22 ମାର୍ଚ୍ଚ (ହି.ସ.)- ଜୁଏଲ ଓରାମଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, ଆମ ଦଳର ବରିଷ୍ଠ ନେତା ତଥା ମାନ୍ୟବର କେନ୍ଦ୍ରମନ୍ତ୍ରୀ ଶ୍ରୀ ଜୁଏଲ ଓରାମଙ୍କୁ ଜନ୍ମ ଦିନ
ଜୁଏଲ ଓରାମ


ଭୁବନେଶ୍ୱର, 22 ମାର୍ଚ୍ଚ (ହି.ସ.)- ଜୁଏଲ ଓରାମଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି

ସ୍ୱାସ୍ଥ୍ୟମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି

ଯେ, ଆମ ଦଳର ବରିଷ୍ଠ ନେତା ତଥା ମାନ୍ୟବର କେନ୍ଦ୍ରମନ୍ତ୍ରୀ ଶ୍ରୀ ଜୁଏଲ ଓରାମଙ୍କୁ ଜନ୍ମ ଦିନର

ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା। ମା' ସମଲେଶ୍ଵରୀଙ୍କ ନିକଟରେ ଆପଣଙ୍କ ସୁଖ, ସମୃଦ୍ଧି କାମନା

କରୁଛି।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande