କେନ୍ଦ୍ରୀୟ ଜନଜାତୀୟ ବ୍ୟାପାର ମନ୍ତ୍ରୀ ଜୁଏଲ ଓରାମଙ୍କୁ ଜନ୍ମ ଦିନରେ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ, 22 ମାର୍ଚ୍ଚ (ହି.ସ.) ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କେନ୍ଦ୍ରୀୟ ଜନଜାତୀୟ ବ୍ୟାପାର ମନ୍ତ୍ରୀ ଜୁଏଲ ଓରାମଙ୍କୁ ଜନ୍ମ ଦିନରେ ଶୁଭେଚ୍ଛା ଜଣାଇଛନ୍ତି । ସେ ସୋସିଆଲ ମିଡିଆରେ ଶୁଭକାମନା ଜଣାଇ ଲେଖିଛନ୍ତି, କେନ୍ଦ୍ରୀୟ ମନ୍ତ୍ରୀ ଶ୍ରୀ ଜୁଏଲ ଓରାମଙ୍କୁ ଜନ୍ମଦିନର
କେନ୍ଦ୍ରୀୟ ଜନଜାତୀୟ ବ୍ୟାପାର ମନ୍ତ୍ରୀ ଜୁଏଲ ଓରାମଙ୍କୁ ଜନ୍ମ     ଦିନରେ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ


ନୂଆଦିଲ୍ଲୀ, 22 ମାର୍ଚ୍ଚ

(ହି.ସ.) ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କେନ୍ଦ୍ରୀୟ ଜନଜାତୀୟ ବ୍ୟାପାର ମନ୍ତ୍ରୀ ଜୁଏଲ

ଓରାମଙ୍କୁ ଜନ୍ମ ଦିନରେ ଶୁଭେଚ୍ଛା ଜଣାଇଛନ୍ତି ।

ସେ ସୋସିଆଲ ମିଡିଆରେ ଶୁଭକାମନା ଜଣାଇ ଲେଖିଛନ୍ତି, କେନ୍ଦ୍ରୀୟ ମନ୍ତ୍ରୀ ଶ୍ରୀ ଜୁଏଲ ଓରାମଙ୍କୁ ଜନ୍ମଦିନର

ହାର୍ଦ୍ଦିକ ଶୁଭେଚ୍ଛା। ସେ ଜନଜାତି ସମୁଦାୟମାନଙ୍କର ସଶକ୍ତିକରଣ ଏବଂ ସେମାନଙ୍କର ଆକାଙ୍କ୍ଷା

ପୂରଣରେ ଅଗ୍ରଣୀ ଭୂମିକା ନିଭାଉଛନ୍ତି। ଭଗବାନ ତାଙ୍କୁ ଦୀର୍ଘାୟୁ ଓ ସୁସ୍ଥ ଜୀବନର ଆଶୀର୍ବାଦ

ପ୍ରଦାନ କରୁନ୍ତୁ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande