ଜୁଏଲ ଓରାମଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ପ୍ରଭାତି ପରିଡା
ଭୁବନେଶ୍ୱର, 22 ମାର୍ଚ୍ଚ (ହି.ସ.)-କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା । ଏନେଇ ସୋସିଆଲ ମିଡିଆ ଏକ୍ସରେ ପ୍ରଭାତି ପରିଡା କହିଛନ୍ତି ଯେ, କେନ୍ଦ୍ର ଜନଜାତି ବ୍ୟାପାର ମନ୍ତ୍ରୀ ଶ୍ରୀ ଜୁଏଲ ଓରାମଙ୍କୁ
ଜୁଏଲ ଓରାମଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ପ୍ରଭାତି ପରିଡା


ଭୁବନେଶ୍ୱର, 22 ମାର୍ଚ୍ଚ (ହି.ସ.)-କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମଙ୍କୁ ଜନ୍ମଦିନର ଶୁଭେଚ୍ଛା

ଜଣାଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା । ଏନେଇ ସୋସିଆଲ ମିଡିଆ ଏକ୍ସରେ ପ୍ରଭାତି

ପରିଡା କହିଛନ୍ତି ଯେ, କେନ୍ଦ୍ର ଜନଜାତି

ବ୍ୟାପାର ମନ୍ତ୍ରୀ ଶ୍ରୀ ଜୁଏଲ ଓରାମଙ୍କୁ ଜନ୍ମଦିନର ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ।

ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଅଶେଷ କୃପାରୁ ଆପଣ ସଦା ସୁସ୍ଥ ଓ ନିରୋଗ

ରୁହନ୍ତୁ, ଏବଂ

ରାଷ୍ଟ୍ରସେବାରେ ନିରନ୍ତର ଭାବେ ବ୍ରତୀ ରୁହନ୍ତୁ ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande