

ସମ୍ବଲପୁର,୨୩ ମାର୍ଚ୍ଚ(ହି.ସ.) – ସମ୍ବଲପୁର ଜିଲ୍ଲା ଜମନକିରା ବ୍ଲକ କାର୍ଯ୍ୟାଳୟ ପରିସରରେ ଆଜି ଜିଲ୍ଲାପାଳ ସିଦ୍ଧେଶ୍ୱର ବଳିରାମ ବୋନ୍ଦର ଏବଂ ଆରକ୍ଷୀ ଅଧିକ୍ଷକ, ମୁକେଶ ଭାମୂଙ୍କ ମିଳିତ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଶିବିରରେ ମୋଟ ୫୭ଟି ଆବେଦନ ଗ୍ରହଣ କରାଯାଇ ଥିଲା। ସେଥିମଧ୍ୟରୁ ୪୮ଟି ଆବେଦନ ବ୍ୟକ୍ତିଗତ ସମ୍ବନ୍ଧୀୟ ଥିବା ବେଳେ, ୦୯ଟି ସମସ୍ୟା ଗ୍ରାମୀୟ ସମସ୍ୟା ସହିତ ଜଡିତ ଥିଲା।
.......................................
ହିନ୍ଦୁସ୍ଥାନ ସମାଚାର / ଶୈଳେଶ