ବିନିକା ବ୍ଲକ ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି
ସୁବର୍ଣ୍ଣପୁର, ୨୩ ମାର୍ଚ୍ଚ (ହି.ସ.)- ସୁବର୍ଣ୍ଣପୁର ଜିଲ୍ଲା ବିନିକା ବ୍ଲକ ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ଆଜି ବିନିକା ପଞ୍ଚାୟତ ସମିତି ଅନ୍ତର୍ଗତ ବାଉଁଶୂଣି ଗ୍ରାମପଞ୍ଚାୟତ କାର୍ଯ୍ୟାଳୟ ସ୍ଥିତ ସମ୍ମୁଖ ପ୍ରାଙ୍ଗଣ ଠାରେ ଅନୁଷ୍ଠିତ ହୋଇଯାଇଛି l ଏହି ଯୁଗ୍ମ ଅଭିଯୋଗ ଶୁଣାଣିରେ ରା
ସୁବର୍ଣ୍ଣପୁର ଜିଲ୍ଲାର ବିନିକା ବ୍ଲକ ସ୍ତରୀୟ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ବିନିକା ପଞ୍ଚାୟତ ସମିତି ଅନ୍ତର୍ଗତ ବାଉଁଶୂଣି ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ସ୍ଥିତ ସମ୍ମୁଖ ପ୍ରାଙ୍ଗଣ ଠାରେ ଅନୁଷ୍ଠିତ  : * ବିଭିନ୍ନ ପ୍ରକାରର   ୧୩୧( ଏକ ଶହ ଏକତିରିଶ) ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣ :

ସୁବର୍ଣ୍ଣପୁର, ୨୩ ମାର୍ଚ୍ଚ (ହି.ସ.)-

ସୁବର୍ଣ୍ଣପୁର ଜିଲ୍ଲା ବିନିକା ବ୍ଲକ ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ଆଜି ବିନିକା ପଞ୍ଚାୟତ ସମିତି ଅନ୍ତର୍ଗତ ବାଉଁଶୂଣି ଗ୍ରାମପଞ୍ଚାୟତ କାର୍ଯ୍ୟାଳୟ ସ୍ଥିତ ସମ୍ମୁଖ ପ୍ରାଙ୍ଗଣ ଠାରେ ଅନୁଷ୍ଠିତ ହୋଇଯାଇଛି l ଏହି ଯୁଗ୍ମ ଅଭିଯୋଗ ଶୁଣାଣିରେ ରାଜେନ୍ଦ୍ର ମାଝୀ ଯୋଗଦାନ କରି ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ସର୍ବମୋଟ ୧୩୧ ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ । ତନ୍ମଧ୍ୟରୁ ୨୧୪ ଗୋଟି ଦରଖାସ୍ତ ବ୍ୟକ୍ତିଗତ ରହିଥିବା ବେଳେ ୧୭ ଗୋଟି ସାମୁହିକ ଦରଖାସ୍ତ ହସ୍ତଗତ ହୋଇଥିଲା । ୨୧ ଗୋଟି ଅଭିଯୋଗ ପତ୍ର ଅଭିଯୋଗ ଶୁଣାଣି ସମୟରେ ଫଇସଲା କରାଯାଇଥିଲା । ଅବଶିଷ୍ଟ ସମସ୍ତ ସାମୁହିକ ଓ ବ୍ୟକ୍ତିଗତ ଅଭିଯୋଗ ଦରଖାସ୍ତ ଗୁଡିକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭାଗର ଅଧିକାରୀଙ୍କୁ ପ୍ରଦାନ କରାଯାଇଛି।

ଗୋଷ୍ଠୀ ଉନ୍ନୟନ ଅଧିକାରୀ, ବିନିକା, ଶରତ କୁମାର ବାଗଙ୍କ ତତ୍ୱାବଧାନରେ ଅନୁଷ୍ଠିତ ହୋଇଥିଲା। ଏହି ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ, ସୁବର୍ଣ୍ଣପୁର, ଅଶ୍ୱିନୀ କୁମାର ମେହେର, ଉପ - ଜିଲ୍ଲାପାଳଙ୍କ ପ୍ରତିନିଧି, ଡେପୁଟି କଲେକ୍ଟର, ସିଦ୍ଧାର୍ଥ ଶେଖର ଦାଶ, ଡେପୁଟି କଲେକ୍ଟର, ଅଭିଯୋଗ ଶୁଣାଣୀ, ସୁଶ୍ରୀ ପ୍ରିୟଦର୍ଶିନୀ ସାହୁଙ୍କ ସମେତ ତହସିଲଦାର, ଦୟାରାମ ମେହେର, ସରପଞ୍ଚ, ବାଉଁଶୂଣି, ଗ୍ରାମପଞ୍ଚାୟତ ଶ୍ରୀମତି ରୀନା ମହଲା, ପଞ୍ଚାୟତ ନିର୍ବାହୀ ଅଧିକାରୀ ସରୋଜ କୁମାର ଧାରୁଆ ତଥା ବିଭିନ୍ନ ଜିଲ୍ଳା ସ୍ତରୀୟ ଅଧିକାରୀ, ତହସିଲ ଓ ବ୍ଲକ ସ୍ତରୀୟ ଅଧିକାରୀ, କର୍ମଚାରୀ ବୃନ୍ଦଙ୍କ ସମେତ ଜିଲ୍ଲା ପଞ୍ଚାୟତ ଅଧିକାରୀ ତଥା ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ, ସୁବର୍ଣ୍ଣପୁର ଅର୍ଜୁନ ମାଝୀଙ୍କ ସହିତ ବିଭିନ୍ନ ସମ୍ବାଦ ପତ୍ରର ସାମ୍ବାଦିକ ଓ ବୈଦ୍ୟୁତିକ ଗଣମାଧ୍ୟମର ପ୍ରତିନିଧି ମାନେ ଯୋଗଦାନ କରିଥିଲେ।

ହିନ୍ଦୁସ୍ଥାନ ସମାଚାର / ଗୋପବନ୍ଧୁ

 rajesh pande